ଆଉ ଦିନେ ବଢିଲା କଟକ ବାଲିଯାତ୍ରା

ଆଉ ଦିନେ ବଢିଲା କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନ ସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି    ଐତିହାସିକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ହୋଇଛି । ଆଜି ଶେଷ ହୋଇଥାନ୍ତା ବାଲିଯାତ୍ରା । ହେଲେ ଲୋକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଆଉ ଦିଦେ ପାଇଁ ବଢ଼ିଛି କଟକ ବାଲିଯାତ୍ରା ଅବଧି । ବାଲିଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି । ଉପର ଓ ତଳ ବାଲିଯାତ୍ରା ପଡିଆରେ ଲୋକଙ୍କର ଖଚାଖଚ ଭିଡ଼ ଲାଗୁଛି  । ଚଟାପଟ ଖାଇବା ସାଙ୍ଗକୁ ବିଭିନ୍ନ ଘରକରଣା ସାମଗ୍ରୀ କିଣିବାକୁ ଲୋକ ଭିଡ଼ ଜମାଉଛନ୍ତି ।

Post Views8 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!