ଭାଜପା ବିଧାୟକ ଭବ୍ୟ ବିଶ୍ନୋଇ ଓ ଆଇଏଏସ ପରୀ ବିଷ୍ଣୋଇ ଡିସେମ୍ବର ୨୨ ତାରିଖରେ ବିବାହ ହେବାକୁ ଯାଉଛି। ଏହି ବିବାହକୁ ୩ଲକ୍ଷ ଅତିଥିଙ୍କୁ ନିମନ୍ତ୍ରଣ କରାଯାଇଛି। ନୂଆଦିଲ୍ଲୀ, ହରିୟାଣା ଏବଂ ରାଜସ୍ଥାନରେ ଭୋଜି ହେବାର ଯୋଜନା ରହିଛି। ବିବାହ ପରେ ଭବ୍ୟ ବିଷ୍ଣୋଇ ଓ ଆଇଏଏସ ପରୀଙ୍କୁ ନେଇ ନୂଆଦିଲ୍ଲୀରେ ଆୟୋଜିତ କାର୍ୟ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଏବଂ ବହୁ ଭିଭିଆଇପି ଅଂଶଗ୍ରହଣ କରିବେ ବୋଲି କୁହାଯାଉଛି।ଆଇଏସ ପରୀ ବିଷ୍ଣୋଇ ରାଜସ୍ଥାନର ବାସିନ୍ଦା । ସେ ବିବାହ କରିବାକୁ ଯାଉଥିବା ବିଧାୟକ ଜଣକ ଦକ୍ଷିଣ ଅକ୍ସଫୋର୍ଡରୁ ଡିଗ୍ରୀ ହାସଲ କରିଛନ୍ତି।

