ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମ୍ଭାବନା ରହିଛି ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ମଙ୍ଗଳବାର ସୂଚନା ଦେଇଛନ୍ତି। ମାଝୀ କହିଛନ୍ତି, ମୋଦି ପଶ୍ଚିମ ଓଡ଼ିଶାର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିପାରନ୍ତି। ଏହାସହ ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି।
Related Posts
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ, ସନ୍ଧ୍ୟା ୬ଟାରୁ ୱେବସାଇଟରେ ହେବ ଉପଲବ୍ଧ
ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ ୪ଟାରେ ମାଟ୍ରିକ ରେଜଲଟ ପ୍ରକାଶ ନେଇ ମାଧ୍ୟମିକ ଶିକ୍ଷା…
ଓଡ଼ିଶାରେ କେଜିରୁ ପିଜି ଯାଏଁ ଦେୟମୁକ୍ତ ଶିକ୍ଷା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମାଗଣାରେ କେଜିରୁ ପିଜି ଯାଏଁ ପାଠ ପଢ଼ିବାକୁ ସୁଯୋଗ ମିଳିବ। ଆର୍ଥିକ ଅନଗ୍ରସର ପିଲାମାନଙ୍କୁ ଏହି ସୁବିଧା ମିଳିବ। ଆଜି…
ଶୁଭାରମ୍ଭ ହେଲା ଟିପିସିଓଡିଏଲ୍ର ସ୍ବତନ୍ତ୍ର ସ୍କିମ୍
ଟିପି ସେଣ୍ଟ୍ରାଲ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିମିଟେଡ୍ ପକ୍ଷରୁ ନିକଟରେ ଏକ ସ୍ବତନ୍ତ୍ର ସ୍କିମ୍ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ବିଦ୍ୟୁତ୍…

