ଶପଥ ନେଲେ ମୋହନ ଯାଦବ।ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ମୋହନ ଯାଦବ। ଭୋପାଳର ମୋତିଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ମଙ୍ଗୁଭାଇ ଛଗନଭାଇ ପଟେଲ ମୋହନ ଯାଦବଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ଜଣ ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି । ସେମାନେ ହେଲେ ରାଜେନ୍ଦ୍ର ଶୁକ୍ଳା ଓ ଜଗଦୀଶ ଦେଓଡା ପୂର୍ବତନ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ମଧ୍ୟପ୍ରଦେଶର ବାଚସ୍ପତି ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ରହିଛନ୍ତି ।
Related Posts
ଜମ୍ମୁ-କଶ୍ମୀର ବିଧାନସଭାରେ ହାଇ ଭୋଲ୍ଟେଜ୍ ଡ୍ରାମା
ଜମ୍ମୁ-କଶ୍ମୀର ବିଧାନସଭାରେ ଗୁରୁବାର ଦିନ ଏକ ହାଇ ଭୋଲ୍ଟେଜ୍ ଡ୍ରାମା ଦେଖିବାକୁ ମିଳିବା ପରେ ଆଜି ମଧ୍ୟ ସେଇଭଳି ପରିସ୍ଥିତି…
ସମସ୍ତ କେନ୍ଦ୍ରୀୟ ହସ୍ପିଟାଲରେ ୨୫ ପ୍ରତିଶତ ସୁରକ୍ଷା ବଢାଇବାକୁ କେନ୍ଦ୍ରର ନିଷ୍ପତ୍ତି
କୋଲକାତା ଆର ଜି କର ହସ୍ପିଟାଲ ଘଟଣା ପରେ ତତ୍ପରତା ଦେଖାଇଛନ୍ତି କେନ୍ଦ୍ର ସରକାର । ନିକଟରେ ଆଇଏମଏ ମଧ୍ୟ…
ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟାଙ୍କ ହେଲିକପ୍ଟରର ଜରୁରୀ ଅବତରଣ
ଉତ୍ତରପ୍ରଦେଶ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟାଙ୍କ ହେଲିକପ୍ଟରର ଜରୁରୀ ଅବତରଣ । ଲକ୍ଷ୍ନୌ ଏୟାରପୋର୍ଟରେ ହେଲିକପ୍ଟର ଜରୁରୀ ଅବତରଣ କରିଛି…

