କୋରାପୁଟ ଜିଲ୍ଲାରେ ଶୁଭାରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା

ଆଜିଠୁ କୋରାପୁଟ ଜିଲ୍ଲାରେ ଶୁଭାରମ୍ଭ ହେବ ଲକ୍ଷ୍ମୀ ବସ୍ ସେବା । ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାରେ ୪୩ଟି ଲକ୍ଷ୍ମୀ ବସ ଗଡ଼ିବ । ଏହାଦ୍ୱାରା ଗ୍ରାମାଞ୍ଚଳର କର୍ମଜୀବୀ, ମହିଳା, ଛାତ୍ରଛାତ୍ରୀ ଓ ସାଧାରଣ ଲୋକମାନେ ଉପକୃତ ହେବେ ।

ଲାଣ୍ଡିଗୁଡ଼ା ସ୍ଥିତ ସରକାରୀ କଲେଜ ପଡ଼ିଆରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାର ଉଦଘାଟନ କରିବେ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!