ସଂସଦ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗରେ ନିଲମ୍ବିତ ୭ କର୍ମଚାରୀ

ଗତକାଲି ଲୋକସଭା ଅଧିବେଶନ ଚାଲିଥିବାବେଳେ, ୨ ଜଣ ଯୁବକ ହଠାତ୍ ଲୋକସଭା ଭିତରକୁ ଲମ୍ଫ ପ୍ରଦାନ କରିଥିଲେ । ଭିଜିଟର ଗ୍ୟାଲେରୀରୁ ଏହି ଦୁଇ ଯୁବକ ଲୋକସଭା ଭିତରକୁ ଡେଇଁଥିଲେ ।

ହେଲେ ସେହି ସମୟରେ ସେଠାରେ ଉପସ୍ଥିତ ଥିବା ସାଂସଦମାନେ ତାଙ୍କୁ କାବୁ କରିବା ସହିତ ସୁରକ୍ଷାକର୍ମୀଙ୍କୁ ହସ୍ତାନ୍ତର କରିଥିଲେ ।

ଲୋକସଭା ଭିତରେ ଅଜଣା ଯୁବକ ପଶିଯିବା ଘଟଣାରେ ନିଲମ୍ବିତ ହୋଇଛନ୍ତି ୭ କର୍ମଚାରୀ । ୭ ଜଣ କର୍ମଚାରୀଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି ଲୋକସଭା ସେକ୍ରେଟାରିଏଟ୍ ।

Post Views7 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!