ଆସିଲା ଯୁକ୍ତ ୨ର ପରୀକ୍ଷା ସୂଚୀ । ଫେବ୍ରୁଆରୀ 16ରୁ +୨ ପରୀକ୍ଷା ଆରମ୍ଭ ହେବ । CHSE ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ପ୍ରଥମ ଦିନ ଅର୍ଥାତ ଫେବ୍ରୁଆରୀ 16ରୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହେବ । ୧୭ ତାରିଖରୁ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ । ଏହି ପରୀକ୍ଷା ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ । ଜାନୁଆରୀ ୨ରୁ ୧୨ ତାରିଖ ଯାଏ ପ୍ରାକ୍ଟିକାଲ ପରୀକ୍ଷା ଚାଲିବ । ସିସିଟିଭି ନଜରରେ ରହିବ ସବୁ ପରୀକ୍ଷା କେନ୍ଦ୍ର । ଏନେଇ ସୂଚନା ଦେଇଛନ୍ତି ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ।
Related Posts
ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ
ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ। ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ…
ଜିଲ୍ଲାପାଳ ଙ୍କୁ ଲାଞ୍ଚ ଦେବାକୁ ଉଦ୍ୟମ କରି ଭିଜିଲାନ୍ସ ହାତରେ ଧରାପଡିଲେ କମ୍ପାନୀ ଅଧିକାରୀ
ବରଗଡ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କୁ ଲାଞ୍ଚ ଦେବାକୁ ଉଦ୍ୟମ କରି ଜଣେ କମ୍ପାନୀ ଅଧିକାରୀ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।…
ଶ୍ରୀମନ୍ଦିରକୁ ଫେରିବେ ଶ୍ରୀଜିଉ
ଆଜି ପବିତ୍ର ବାହୁଡ଼ା ଯାତ୍ରା । ୯ଦିନର ଲିଳାଖେଳା ସାରି ବାହୁଡୁଛନ୍ତି ମହାବାହୁ । ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦୀରୁ…

