ଆଜି ଧନୁ ସଂକ୍ରାନ୍ତି

ଆଜି ଧନୁ ସଂକ୍ରାନ୍ତି । ଧନୁ ସଂକ୍ରାନ୍ତିରେ ଠାକୁରଙ୍କ ପାଖରେ ଧନୁ ମୁଆଁ ଭୋଗ ଲାଗି ହୁଏ । ପୌଷ ମାସର ପ୍ରଥମ ଦିନ ସଂକ୍ରାନ୍ତି ଭାବେ ପାଳନ କରାଯାଏ । ଏହି ଦିନ ଶ୍ରୀଜଗନ୍ନାଥଙ୍କ ପାଖରେ ପହିଲି ଭୋଗ ଆରମ୍ଭ ହୋଇ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିଥାଏ । ପୌଷ ମାସର ପବିତ୍ରତା ଯୋଗୁଁ ପୁଷ୍ୟାଭିଷେକ ପାଳିତ ହୋଇଥାଏ । ଧନୁ ସଂକ୍ରାନ୍ତିରେ ଲିଙ୍ଗରାଜ ମନ୍ଦିରରେ ଲାଗିଛି ଭକ୍ତଙ୍କ ଗହଳି । ସକାଳୁ ସକାଳୁ ଭୋଳାଶଙ୍କରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଆଜିଠୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଏକ ମାସ ଧରି ଲିଙ୍ଗରାଜଙ୍କ ପାଖରେ ଧନୁ ମୁହାଁ ଭୋଗ ହେବ ।

 

Post Views21 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!