‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ସମ୍ମାନ

କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ଆଶୁତୋଷ ପରିଡାଙ୍କୁ ମିଳିବକେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ୨୦୨୩ ବର୍ଷ ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଘୋଷଣା ହୋଇଛି । ୨୪ ଟି ଭାରତୀୟ ଭାଷା ପାଇଁ ପୁରସ୍କାର ଘୋଷିତ ହୋଇଛି । କବିତା ସଂକଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ଆଶୁତୋଷ ପାଇବେ ପୁରସ୍କାର। ଆସନ୍ତା ମାର୍ଚ୍ଚ ୧୨ରେ ଏକ ସ୍ବତନ୍ତ୍ର ଉତ୍ସବରେ ସମ୍ମାନିତ ହେବେ ଆଶୁତୋଷ ପରିଡ଼ା । ଆସନ୍ତା ମାର୍ଚ୍ଚ ୧୧ ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ ସାହିତ୍ୟ ଉତ୍ସବ ନୂଆଦିଲ୍ଲୀ ଠାରେ ପାଳନ କରାଯିବ

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!