ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ

ସାଂସଦ ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ଭାବେ ତାଙ୍କୁ ଦାୟିତ୍ବ ଦିଆଯାଇଛି । ଗୌତମବୁଦ୍ଧ ଦାସଙ୍କୁ ଦେବଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ, ଅମରେଶ ଜେନାଙ୍କୁ ବୌଦ୍ଧ ଜିଲ୍ଲା ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି ।

ପୂର୍ବରୁ ମାନସ ମଙ୍ଗରାଜ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଉଛନ୍ତି ।
ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର, ରେଙ୍ଗାଳି ବିଧାନସଭା କ୍ଷେତ୍ର ପର୍ଯ୍ୟବେକ୍ଷକ ଦାୟିତ୍ବ ଦିଆଯାଇଛି ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!