ଲୋୟର ସୁକତେଲ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋୟର ସୁକତେଲ ଜଳ ପ୍ରକଳ୍ପ ଉଦଘାଟନ କରିବା ସହ ୧୧୨ ଟି ପ୍ରକଳ୍ପ ପାଇଁ ଶିଳାନ୍ୟାସ କରିଛନ୍ତି ।

ବଲାଙ୍ଗୀର ଜିଲ୍ଲାର ଜୀବନ ରେଖା କୁହାଯାଉଥିବା ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପର ଉଦଘାଟନ ହୋଇଛି, ଯାହା ଚାଷ ଜମିକୁ ଜଳ ଓ ସ୍ଥାନୀୟ ଲୋକଙ୍କୁ ଜୀବିକା ଯୋଗାଇ ଦେବ । ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଜରିଆରେ ୫ ହଜାର ୨୮୪ କିଲୋମିଟର ପର୍ଯ୍ୟନ୍ତ ଜଳସେଚନ ସୁବିଧା ମିଳିବ । ଫଳରେ ବଲାଙ୍ଗିର ଓ ସୁବର୍ଣ୍ଣପୁରର ୮୦ ହଜାରରୁ ଅଧିକ ଚାଷୀ ନିଜ ଜମିରେ ଜଳସେଚନ କରିପାରିବେ । ଏହାଛଡା ବଲାଙ୍ଗିର ଜିଲ୍ଲାର ୨ଟି ସହରାଞ୍ଚଳ ୭୦ ହଜାର ଜନସଂଖ୍ୟା ପାଇଁ ପାନୀୟ ଜଳ ବ୍ୟବସ୍ଥା ହେବ ।

Post Views11 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!