SBI ର ଆର୍ବିଓ-୪ ଉଦ୍ଘାଟିତ

ଭୁବନେଶ୍ୱର ମଣ୍ଡଳ ଅନ୍ତର୍ଗତ ଖୋର୍ଦ୍ଧା ରିଓଜିନାଲ ବିଜ୍ନେସ୍ ଅଫିସ-୪ (ଆର୍ବିଓ-୪) ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍ବିଆଇ)ର ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଏସ୍ବିଆଇ ଭୁବନେଶ୍ବର ମଣ୍ଡଳର ମୁଖ୍ୟ ମହାପ୍ରବନ୍ଧକ ଦିନେଶ ପୃଥୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍ବିଆଇ ଭୁବନେଶ୍ୱର ମଣ୍ଡଳର ନେଟ୍ୱର୍କ-୧ ମହାପ୍ରବନ୍ଧକ ପୋନ୍ନମବଲମ ମୁରୁଗାନ, ଏସ୍ବିଆଇ ଭୁବନେଶ୍ବର ଅଞ୍ଚଳର ଉପମହାପ୍ରବନ୍ଧକ ସଞ୍ଜୟ କୁମାର ଝା ଏବଂ କ୍ଷେତ୍ରୀୟ ପ୍ରବନ୍ଧକ ନରେନ୍ଦ୍ର କୁମାର ଜେନାଙ୍କ ସମେତ ସେବା, ଷ୍ଟେଟ ବ୍ୟାଙ୍କ ଅଧିକାରୀ ଓ କର୍ମଚାରୀ ସଂଗଠନର ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!