ମୃତ ଡ୍ରାଇଭରଙ୍କ ପରିବାରକୁ ମିଳିଲା ଅନୁକମ୍ପା ରାଶି

ଓଡ଼ିଶା ମୋଟର ପରିବହନ ଚାଳକ କର୍ମଚାରୀ କଲ୍ୟାଣ ବୋର୍ଡର ମୃତ ଡ୍ରାଇଭରଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ । ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁକମ୍ପା ରାଶି ପ୍ରଦାନ କରାଯାଇଛି ।

ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୃତ ଡ୍ରାଇଭରଙ୍କ ପରିବାରକୁ ଅନୁକମ୍ପା ରାଶି ଦିଆଯାଇଛି । କାର୍ଯ୍ୟକ୍ରମରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ପ୍ରମୁଖ ଶାସନ ସଚିବ ଉଷା ପାଢୀ, ପରିବହନ କମିଶନର ଅମିତାଭ ଠାକୁର ପ୍ରମୁଖ ଯୋଗଦେଇଥିଲେ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!