ଅର୍ଜୁନ ପୁରସ୍କାର ଗ୍ରହଣ କଲେ ମହମ୍ମଦ ସାମି

ଆଜି ଭାରତର ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅର୍ଜୁନ ପୁରସ୍କାର ପ୍ରଦାନ କରିଛନ୍ତି। ଦିନିକିଆ ଅନ୍ତର୍ଜାତୀୟ (ଓଡିଆଇ) ବିଶ୍ବକପ୍ ୨୦୨୩ରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ କ୍ରିକେଟ୍ ବୋର୍ଡ ବିସିସିଆଇ ସାମିଙ୍କ ନାମ ସୁପାରିସ କରିଥିଲା।

ସାମି ବିଶ୍ୱକପ୍ ୨୦୨୩ର ଶ୍ରେଷ୍ଠ ବୋଲର୍ ପାଲଟିଥିଲେ। ସେ ୭ଟି ମ୍ୟାଚ୍ରେ ୨୪ ୱିକେଟ୍ ନେଇଥିଲେ। ଚଳିତବର୍ଷ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ୨୬ ଜଣ କ୍ରୀଡ଼ାବିତଙ୍କ ତାଲିକାରେ ପାରା ତୀରନ୍ଦାଜ ଶୀତଲ ଦେବୀଙ୍କ ନାମ ମଧ୍ୟ ରହିଛି।

ଅଜୁର୍ନ ପୁରୁସ୍କାର ପାଇବାକୁ ଥିବା କ୍ରୀଡ଼ାବିତ୍ମାନଙ୍କ ନାମ ନିମ୍ନରେ ଉଲ୍ଲେଖ କରାଯାଇଛି

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!