ଗର୍ଭଗୃହରେ ହେଲା ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା

ଗର୍ଭଗୃହରେ ପ୍ରତିଷ୍ଠା ହୋଇଛନ୍ତି ଶ୍ରୀରାମ ଲଲା । ଶୁଭ ମୁହୂର୍ତ୍ତରେ ମନ୍ତ୍ରପାଠ ସହ ହୋଇଛି ପ୍ରଭୁଙ୍କ ପ୍ରତିଷ୍ଠା । ସବୁ ଅପେକ୍ଷାର ଅବସନା ଘଟିଛି ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଯଜମାନରେ ଏହା ସମ୍ପନ୍ନ ହୋଇଛି । ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି । ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ଅରମ୍ଭ ହୋଇଥିଲା ପ୍ରାଣ ପ୍ରତିଷ୍ଠା ରୀତିନୀତି ।

ଆରଏସଏସ୍ ମୁଖ୍ୟ ମୋହନ ଭାଗବତଙ୍କ ସହ ଯୋଗୀ ଆଦିତ୍ୟନାଥ ଓ ଆନନ୍ଦି ବେନ୍ ମଧ୍ୟ ଗର୍ଭଗୃହରେ ଉପସ୍ଥିତ ଥିଲେ ।

Post Views9 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!