ଯୋଜନା ପାଇଁ ଘୋଷଣା ହେଲା କେତେ ଟଙ୍କା

ନିର୍ମଳା ସୀତାରମଣ ନିଜ କାର୍ଯ୍ୟକାଳର ଶେଷ ବଜେଟ ଉପସ୍ଥାପନ କରିଛନ୍ତି । ଏହା ଅନ୍ତରୀଣ ବଜେଟ, ହେଲେ ସାଧାରଣ ଲୋକ ଏହି ବଜେଟ ଉପରେ ଅଧିକ ଆଶା ରଖିଥିଲେ । ମହିଳା, ଯୁବକ ଓ ଚାଷୀଙ୍କ ଉପରେ ଏହି ବଜେଟ ଅଧିକ ଗୁରୁତ୍ୱ ଦେଇଛି ।

୫୭ ମିନିଟରେ ଅର୍ଥମନ୍ତ୍ରୀ ଦେଶର ଅର୍ଥ ବ୍ୟବସ୍ଥାକୁ ଜନତାଙ୍କ ସାମ୍ନାରେ ରଖିଥିଲେ । ପିଏମ୍ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା – ୨୪୦୦ କୋଟି,ପିଏମ୍ ଆବାସ ଯୋଜନା – ୮୦,୬୭୧ କୋଟି,ଜଳଜୀବନ ମିଶନ – ୭୦,୧୬୩ କୋଟି,ୟୁରିଆ ସବସିଡି – ୧,୬୪,୦୦୦ କୋଟି,ମନରେଗା – ୮୬,୦୦୦ କୋଟି,ଆୟୁଷ୍ମାନ ଭାରତ – ୭,୫୦୦ କୋଟି,ପିଏମ୍ କୃଷି ସିଞ୍ଚନ ଯୋଜନା -୧୧,୩୯୧ କୋଟି

Post Views17 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!