ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ ,୬ ଜଣଙ୍କ ମୃତ୍ୟୁ

ହରଦା ଜିଲ୍ଲାର ବେରାଗଡ଼ ଅଞ୍ଚଳରେ ଥିବା ବାଣ କାରଖାନାରେ ଭୟାବହ ବିସ୍ଫୋରଣ ହୋଇଛି । ବାଣ କାରଖାନାର ଆଖପାଖରେ ଥିବା ପ୍ରାୟ ୬୦ଟି ଘର ପ୍ରଭାବିତ ହୋଇଛି ।

ନିକଟରେ ଥିବା ପ୍ରାୟ ଶହେଟି ଘରକୁ ଖାଲି କରିଛି ପ୍ରଶାସନ । ବାଣ କାରଖାନା ଭିତରେ ଲଗାତାର ଭାବେ ବିସ୍ଫୋରଣ ହେଉଥିବା ଦେଖିବାକୁ ମିିଳିଛି । ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଥିବା ବେଳେ ଏନଡିଆରଏଫ ଓ ଏସଡିଆରଏଫକୁ ଘଟଣାସ୍ଥଳକୁ ପଠାଯାଇଛି ।

କାରଖାନା ଭିତରେ ଅନେକ ଲୋକ ଫସିଥିବାର ସନ୍ଦେହ କରାଯାଉଛି । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଜରୁରୀ ବୈଠକ ଡାକିଛନ୍ତି ।

Post Views91 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!