ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କଲେ ଦେବାଶିଷ ଓ ଶୁଭାଶିଷ

ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀ ଯୁବ ବିଜେଡି ନେତା ଶୁଭାଶିଷ ଖୁଣ୍ଟିଆ । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିର ଦୁଇ ନେତା ନାମାଙ୍କନ ଭରିଛନ୍ତି ।

ଏହି ସମୟରେ ଦଳର ଅନ୍ୟ ବରିଷ୍ଠ ନେତା ମଧ୍ୟ ଉପସ୍ଥିତ ରହିଥିଲେ । ନାମାଙ୍କନ ଭରିବା ପୂର୍ବରୁ ପ୍ରତିକ୍ରିୟା ଦେଇ ଦେବାଶିଷ ସାମନ୍ତରାୟ କହିଥିଲେ, ସଂସଦରେ ରାଜ୍ୟ ହିତ ପ୍ରସଙ୍ଗ ଉଠାଇବେ ।

ବିଧାନସଭାରୁ ରାଜ୍ୟସଭାକୁ ଯିବା ତାଙ୍କ ପାଇଁ ପ୍ରମୋସନ ବୋଲି କହିଛନ୍ତି ଦେବାଶିଷ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!