ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ନେଇ ଟେଣ୍ଡର ଆହ୍ୱାନ

ଆକାଶ ମାର୍ଗରେ ଯୋଡ଼ି ହେବ ପୁରୀଧାମ । ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ ଏପ୍ରିଲ ୨୧ ତାରିଖରେ ଖୋଲାଯିବ ଟେଣ୍ଡର ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ ମଧ୍ଯରେ ପିପିପି ମୋଡରେ ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ କରାଯିବ।ଏହାପରେ ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର ୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର  

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!