ଆଉ ୫ଜିଲ୍ଲାକୁ ଗଡ଼ିଲା ଲକ୍ଷ୍ମୀ ବସ

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ସୁବର୍ଣ୍ଣପୁର, କଟକ, ଝାରସୁଗୁଡା, କନ୍ଧମାଳ ଏବଂ ସମ୍ବଲପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ । ଆଜିର ଶୁଭାରମ୍ଭ ପରେ ୫ଟି ଜିଲ୍ଲାର ୭୦୦ଟି ପଞ୍ଚାୟତରେ ୨୦୫ଟି ବସ୍‌ ଚାଲିଲା। ଏହା ଦ୍ୱାରା ୪୪ ଲକ୍ଷରୁ ଅଧିକ ଲୋକ ଉପକୃତ ହେଲେ ।

Post Views31 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!