କଟକରେ ଖେଳାଯାଇପାରେ ଆଇପିଏଲ ମ୍ୟାଚ !

ରାଜ୍ୟ କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର ଚଳିତ ବର୍ଷ କଟକରେ ଖେଳାଯାଇପାରେ ଆଇପିଏଲ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ନିଜର ପ୍ରଥମ ୨ଟି ମ୍ୟାଚ୍ ପୁନେ ଓ କଟକରେ ଖେଳିପାରେ ମହିଳା ପ୍ରିମିୟର ଲିଗ୍ ପରେ ପରେ ଆଇପିଏଲ ଖେଳାଯିବାକୁ ଥିବାରୁ ଅରୁଣ ଜେଟଲୀ ଷ୍ଟାଡିୟମକୁ ଏତେଶୀଘ୍ର ପ୍ରସ୍ତୁତ କରିବା ସମ୍ଭବପର ନୁହେଁ ତେଣୁ କଟକରେ ଦିଲ୍ଲୀ ନିଜର ଘରୋଇ ଆଇପିଏଲ ମ୍ୟାଚ୍ ଖେଳିବାର ଯଥେଷ୍ଟ ସମ୍ଭବନା ରହିଥିବା ଏନଏନଆଇ ସୂତ୍ରକୁ ଜଣାପଡ଼ିଛି

ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଚଳିତ ବର୍ଷ ନିର୍ବାଚନ ନିମନ୍ତ ୨ଟି ପର୍ଯ୍ୟାୟରେ ଆଇପିଏଲ ମ୍ୟାଚର କାର୍ଯ୍ୟସୂଚୀ ଘୋଷଣା କରାଯାଇପାରେ

Post Views9 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!