ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ

ଓଡ଼ିଶା ଆସିବେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟ୍ସ । ଫେବ୍ରୁଆରି ୨୮ରେ ଓଡ଼ିଶାରେ ପହଂଚିବା ସହ କୃଷି ଭବନ ପରିଦର୍ଶନ କରିବେ ।

ଏହି ସମୟରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର ।

ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।

Post Views66 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!