ପ୍ରକଳ୍ପ ମନ୍ମଥ-ମନୋଜ ସ୍ମାରକୀ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନର ପ୍ରକଳ୍ପ ମନ୍ମଥ- ମନୋଜ ସ୍ମାରକୀ। ଆଜି ଏହାର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଏହି ସ୍ମାରକୀସ୍ଥଳ ଦେଖିବାକୁ ଯେତିକି ସୁନ୍ଦର, ସେତିକି ଆକର୍ଷଣୀୟ ଏଠାକାର ମ୍ଯୁଜିୟମ ରହିଛି ।

ଏଠାରେ ମନ୍ମଥନାଥ ଦାସ ଓ ମନୋଜ ଦାସଙ୍କ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ, ଲିଖିତ ପୁସ୍ତକକୁ ସାଇତି ରଖାଯାଇଥିବା ବେଳେ ମନୋଜ ଦାସଙ୍କ ବିଭିନ୍ନ କାହାଣୀକୁ ନେଇ କାନ୍ଥରେ ସୁନ୍ଦର ଫଟୋଚିତ୍ର ଲଗାଯାଇଛି।

ଏହାଛଡ଼ା ଦୁଇ ବରପୁତ୍ରଙ୍କ ପୂର୍ଣ୍ଣାବୟବ ମୂର୍ତ୍ତି ସହିତ ସୁନ୍ଦର ମହମ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି। ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଐତିହାସିକ ମନ୍ମଥନାଥ ଦାସ ଓ କଥାକାର ମନୋଜ ଦାସଙ୍କ ଏନ୍ତୁଡ଼ିଶାଳକୁ ଐତିହ୍ୟ ସ୍ମାରକୀର ରୂପ ଦିଆଯାଇଛି। ବାଲେଶ୍ୱର ସଂଖାରୀରେ ପ୍ରତିଷ୍ଠା ହୋଇଥିବା

Post Views65 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!