ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ

ଇଡିରେ ହାଜର ହେଲେ ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲ । ବରପଦା ଇଞ୍ଜିନିୟରିଂ କଲେଜ ଜମି ମାମଲାରେ ଜେରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଛନ୍ତି । ଏହାକୁ ନେଇ ସେ ଆଜି ଇଡିରେ ହାଜର ହୋଇଛନ୍ତି ।

ବରପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ପୂର୍ବରୁ ରେଡ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଟିମ୍ । ଭୁବନେଶ୍ୱର, ଭଦ୍ରକର ଏକାଧିକ ସ୍ଥାନରେ ରେଡ୍ କରିଥିଲା ଇଡି ।

ଏହି ସମୟରେ ଗୋଟିଏ କାର ସହ ୯ଲକ୍ଷ ଟଙ୍କା ଜବତ କରିଥିଲା ଇଡି ।
ପ୍ରଫୁଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ଇଡିରେ ହାଜର ହେବାକୁ ନୋଟିସ୍ ହୋଇଥିଲା ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!