ଲୋକସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାରଙ୍କ ସାଧାରଣ ଲୋକଙ୍କ ପାଇଁ ଖୁସି ଖବର । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ସରକାର ଦୁଇ ଟଙ୍କା ହ୍ରାସ କରିଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି ଏବଂ ନୂଆ ଦର ଆସନ୍ତାକାଲି ସକାଳ ୬ଟାରୁ ଲାଗୁ ହେବ ।

