ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ

ବିଜୟ ଅମୃତ କୁଲାଙ୍ଗେଙ୍କୁ ନୂଆ ଦାୟିତ୍ୱ । ଓମଫେଡର ପରିଚାଳନା ନିର୍ଦ୍ଦେଶକ ହେଲେ ବିଜୟ ଅମୃତ କୁଲାଙ୍ଗେ ।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ତାଙ୍କର ନୂଆ ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ସେ ବିଏମସି କମିଶନର ଦାୟିତ୍ୱରେ ଥିଲେ ।

କିଛି ଦିନ ତଳେ ତାଙ୍କୁ ହଠାତ୍ ପଦରୁ ହଟାଇ ଏକ ମାସ ଛୁଟି ଦିଆଯାଇଥିଲା । ଆଉ ଛୁଟି ସରିବା ପରେ ଏବେ ସରକାର ତାଙ୍କୁ ନୂଆ ନିଯୁକ୍ତି ଦେଇଛନ୍ତି ।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!