ଆରପାରିରେ ଡାକ୍ତର ଦାମୋଦର ରାଉତ

ଆରପାରିରେ ଓଡ଼ିଶା ରାଜନୀତିର ମହାଦ୍ରୁମ ତଥା ବାକ୍ୟ ବାଣ ଭାବେ ପରିଚିତ ଡାକ୍ତର ଦାମୋଦର ରାଉତ। ୮୩ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି। ଆଜି ଭୋର ୫ଟା ୨୩ ମିନିଟରେ ଏହି ବର୍ଷୀୟାନ ନେତାଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି।

ଦୀର୍ଘ ଦିନ ଧରି କିଡନୀଜନିତ ସମସ୍ୟା ସହ ଜୁଝୁଥିବା ଦାମୋଦର ରାଉତ ଗତ ୧୮ ତାରିଖ ବିଳମ୍ବିତ ରାତିରେ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ । ଅକ୍ସିଜେନ୍ ସାଚୁରେସନ କମିବା ପରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ନିଆଯାଇଥିଲା ଏବଂ ସେଠାରେ ସେ ହୃଦଘାତର ଶିକାର ହୋଇଥିଲେ। ଏହାପରେ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!