ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ବିଜେଡି ଛାଡ଼ିଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ନେଇ ଦଳରୁ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି ନିଜର ଇସ୍ତଫା ପତ୍ର । ଇସ୍ତଫା ଦେବାର କାରଣ ସମ୍ପର୍କରେ କିଛି ଉଲ୍ଲେଖ କରି ନଥିବା ବେଳେ ଲୋକଙ୍କ ପାଇଁ କାମ କରିବାକୁ ସୁଯୋଗ ଦେଇଥିବାରୁ ନବୀନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ୨୦୦୯ ଓ ୨୦୧୪ରେ ବିଜେଡି ଟିକେଟରୁ ଳଢ଼ି ବିଜୟୀ ହୋଇଥିଲେ ପୂର୍ଣ୍ଣଚନ୍ଦ୍ର ସେଠୀ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!