ଆଇଏସ୍ଏର ସଭାପତି ଭାବେ ନବୀନଙ୍କ ଦାୟିତ୍ୱ ଗ୍ରହଣ

ଦେଶର ପ୍ରମୁଖ ଶିଳ୍ପ ସଙ୍ଗଠନ ତଥା ଇଣ୍ଡିଆନ୍ ଷ୍ଟିଲ୍ ଆସୋସିଏସନ୍ (ଆଇଏସ୍ଏ)ର ସଭାପତି ଭାବେ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର(ଜେଏସ୍‌ପି)ର ଅଧ୍ୟକ୍ଷ ନବୀନ ଜିନ୍ଦଲ ନିକଟରେ ଦାୟିତ୍ୱ ଗ୍ରହଣ କରିଛନ୍ତି।

ଉଲ୍ଲେଖଯୋଗ୍ୟ,୨୦୨୪ ମାର୍ଚ୍ଚ ୨୧ରେ ଏଏମ୍‌ଏନ୍‌ଏସ୍ ଇଣ୍ଡିଆର ସିଇଓ ତଥା ଆର୍ସେଲରମିତ୍ତଲର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ଦିଲୀପ ଓମେନ୍‌ଙ୍କଠାରୁ ନବୀନ ଆଇଏସ୍ଏର ସଭାପତି ଦାୟିତ୍ୱ ଗ୍ରହଣ କରିଛନ୍ତି।

ଏହି ଅବସରରେ ଆଇଏସ୍ଏର ପୂର୍ବତନ ସଭାପତିମାନଙ୍କ ମଧ୍ୟରେ ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ୍ର ସିଏମ୍‌ଡି ସଜ୍ଜନ ଜିନ୍ଦଲ ଏବଂ ଟାଟା ଷ୍ଟିଲ୍ର ଏମ୍‌ଡି ତଥା ସିଇଓ ଟି.ଭି.ନରେନ୍ଦ୍ରନ୍ ପ୍ରମୁଖ ଉପସ୍ଥିତ ଥିଲେ। ଅପରପକ୍ଷରେ ଜେଏସ୍‌ପି ଅଧ୍ୟକ୍ଷ ନବୀନ ଜିନ୍ଦଲ ସର୍ବସମ୍ମତିକ୍ରମେ ଆଇଏସ୍ଏର ସଭାପତି ଭାବେ ଚଳିତ ବର୍ଷ ମାର୍ଚ୍ଚରେ ନିର୍ବାଚିତ ହୋଇଥିଲେ।

Post Views13 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!