ବିଜେପିକୁ ଝଟକା। ବିଜେପି ଛାଡିଲେ ଲେଖାଶ୍ରୀ ସାମନ୍ତସିଂହାର। ସୋସିଆଲ ମିଡିଆରେ ସେ ଏନେଇ ସୂଚନା ଦେଇଛନ୍ତି । ସେ ବିଜେପିର ଉପସଭାପତି ପଦରେ ଥିଲେ। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଉଲ୍ଲେଖ କରିଛନ୍ତି। ବିଜେପି ରାଜ୍ୟ ସଭାପତିଙ୍କୁ ସେ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ସୂଚନା ରହିଛି। ଲେଖାଶ୍ରୀ ଗତ ୧୦ ବର୍ଷ ଧରି ବିଜେପିରେ ସକ୍ରିୟ ଥିଲେ । ଦଳର ପ୍ରତିଟି କାର୍ଯ୍ୟକୁ ସେ ନିଷ୍ଠାର ସହ ସମ୍ପାଦନ କରିଆସିଛନ୍ତି ।
Related Posts
ମୋହନ ଦେଲେ ନବୀନଙ୍କ ଚିଠିର ଉତ୍ତର
ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ଦିନ ପହଣ୍ଡି ସମୟରେ ଘଟିଥିବା ଅଘଟଣ ନେଇ ପୂର୍ବତନ…
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତିଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର ।ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ଶ୍ରେଷ୍ଠ ସାଂସଦ ଭାବେ ପାଇଥିଲେ ପୁରସ୍କାର…
ଭର୍ତ୍ତୃହରି ମହତାବ ଜଣେ ଭାରତୀୟ ରାଜନୀତିଜ୍ଞ। ସେ ଭାରତୀୟ ଜନତା ପାର୍ଟିର ସକ୍ରିୟ କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି। ତାଙ୍କର…

