କଡ ଲେଉଟାଇବ ରାଉରକେଲା ରାଜନୀତି, ଶାରଦାଙ୍କୁ ପାନେ ଦେବା ପାଇଁ ମଇଦାନକୁ ଓହ୍ଲାଲେ ଦିଲ୍ଲୀପ

ରାଉରକେଲାରୁ ବିଜେପି ପ୍ରାର୍ଥୀ ଦିଲ୍ଲୀପ ରାୟ । ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି। ଏଭଳି ସ୍ଥିତିରେ ରାଉଲକେଲା ନିର୍ବାଚନମଣ୍ଡଳୀରେ ବିଗ୍‌ ଫାଇଟ୍‌ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ଯଦି ବିଜେଡି ଶାରଦାଙ୍କୁ ଟିକେଟ ଦେଇନଥାନ୍ତା ତେବେ ଦିଲ୍ଲୀପ ନିର୍ବାଚନୀ ମଇଦାନକୁ ଆଦୌ ଓହ୍ଲାଇନଥାନ୍ତେ। ଶାରଦାଙ୍କୁ ରାଉରକେଲା ରାଜନୀତିରୁ ହଟାଇବା ପାଇଁ ଦିଲ୍ଲୀପଙ୍କ ସମର୍ଥକମାନେ ସଂକଳ୍ପ ନେଇଛନ୍ତି। ସେଥିପାଇଁ ଶାରଦା ବଧ ନିମନ୍ତେ ଦିଲ୍ଲୀପ ମଇଦାନକୁ ଓହ୍ଲାଇବେ ବୋଲି ତାଙ୍କର ସମର୍ଥକମାନେ ମତବ୍ୟକ୍ତ କରିଛନ୍ତି।

ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ ଦଳ ଟିକେଟ୍‌ ଦେଇଛି। ସେହିପରି କରଞ୍ଜିଆରୁ ପଦ୍ମଚରଣ ହାଇବ୍ରୁ, ଝରିଗାଁରୁ ନରସିଂହ ଭତ୍ରା, ଡାବୁଗାଁ- ସୋମନାଥ ପୂଜାରୀ, ରାଜନଗରରୁ ଲଳିତ ବେହେରା, ବାଲିକୁଦା ଏରସମାରୁ ପ୍ରାର୍ଥୀ ସତ୍ୟସାରଥି ମହାନ୍ତି ହୋଇଛନ୍ତି। ଜଗତସିଂହପୁରରୁ ଅମରେନ୍ଦ୍ର ଦାଶ, କାକଟପୁରରୁ ବାଇଧର ମଲ୍ଲିକ,

ରଣପୁରରୁ ସୁରମା ପାଢ଼ୀ, ସାନଖେମୁଣ୍ଡିରୁ ଉତ୍ତମ କୁମାର ପାଣିଗ୍ରାହୀ, ମୋହନାରୁ ପ୍ରଶାନ୍ତ ମଲ୍ଲିକ, ବିଷମକଟକରୁ ଜଗନ୍ନାଥ ନୁଣ୍ଡ୍ରୁକା ରାୟଗଡ଼ାରୁ ବସନ୍ତ ଉଲାକା, ଲକ୍ଷ୍ମୀପୁରରୁ କୈଳାସ କୁଲେସିକା, କୋଟପାଡରୁ ରୁପୁ ଭତ୍ରା, ପଟାଙ୍ଗୀରୁ ଚୈତନ୍ୟ ନନ୍ଦିବାଲି, ଚିତ୍ରକୋଣ୍ଡାରୁ ଡମ୍ବରୁ ଶିଶା ପ୍ରାର୍ଥୀ ହୋଇଛନ୍ତି।

Post Views66 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!