ତୃତୀୟ ପର୍ଯ୍ୟାୟ ଭୋଟ ପରେ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଦମ୍ଭୋକ୍ତି

ତୃତୀୟ ପର୍ଯ୍ୟାୟ ନିର୍ବାଚନ ସୁଦ୍ଧା ଉଭୟ ଲୋକସଭା ଓ ବିଧାନସଭାରେ ବିଜେଡି ସଂଖ୍ୟା ଗରିଷ୍ଠତା ହାସଲ କରିଛି । ବର୍ତମାନ ସୁଦ୍ଧା ଦଳ ୮୦ରୁ ୮୫ ପ୍ରତିଶତ ବିଜୟ ହାସଲ କରିଛି । ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ବିଜେଡି ନେତା ଭିକେ ପାଣ୍ଡିଆନ ଏଭଳି ଦମ୍ଭୋକ୍ତି ଦେଖାଇଛନ୍ତି ।

ମହାପ୍ରଭୁ ଜଗନ୍ନାଥ ଓ ରାଜ୍ୟବାସୀଙ୍କ ଆଶୀର୍ବାଦରେ ବିଜେଡି ବଡ଼ ବିଜୟ ହାସଲ କରିବ ବୋଲି କହିଛନ୍ତି ପାଣ୍ଡିଆନ । ଏଥିସହ ସେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ସେ କହିଛନ୍ତି ବିଜେପି ମିଛ କହିବାର ସୀମା ଟପିଛି ।

୧୦ ବର୍ଷ ତଳେ କହିଥିବା ତେଲ ଦର ଏମଏସପି କଥା ଏଯାଏଁ କହିଲେନି । ମିଛ କହିବାରେ ଗୋଟିଏ ସୀମା ଥାଏ ତାହା ସୀମା ବିଜେପି ସୀମା ଟପିଯାଇଛି ।

Post Views37 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!