ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ

ଆସୁଛି ନିର୍ବାଚନ ଫଳାଫଳ । ପ୍ରାରମ୍ଭିକ ଟ୍ରେଣ୍ଡରେ ବିଜେପି ଆଗୁଆ, ବିଜେଡି ପଛରେ । ବର୍ତ୍ତମାନ ସୁଦ୍ଧା ୧୪ଟି ଆସନର ଟ୍ରେଣ୍ଡ ସାମ୍ନାକୁ ଆସିଥିବାବେଳେ, ୮ଟି ଆସନରେ ଆଗୁଆ ରହିଛନ୍ତି ବିଜେପି ପ୍ରାର୍ଥୀ । ଅନ୍ୟପଟେ ବିଜେଡି ପ୍ରାର୍ଥୀ ୫ଟି ଆସନରେ ଆଗୁଆ ରହିଛନ୍ତି । ସେହିପରି ଗୋଟିଏ ଆସନରେ କଂଗ୍ରେସ ପ୍ରାର୍ଥୀ ଆଗରେ ରହିଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!