ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତିଙ୍କୁ ଭେଟି ଦେଲେ ଇସ୍ତଫା ପତ୍ର ।ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆ ସରକାର ଗଠନ ପାଇଁ ସେ ଆଜି ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ତାଙ୍କ ଇସ୍ତଫା ଗ୍ରହଣ କରି ଦେଇଛନ୍ତି।

This will close in 0 seconds