ଅଗଷ୍ଟରୁ ଆରମ୍ଭ ପାଠପଢା…

ଆସନ୍ତା ମାସ ୭ ତାରିଖରୁ ପ୍ଲସ ୨ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ। ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏଆସନ୍ତା ମାସ ୭ ତାରିଖରୁ ପ୍ଲସ ୨ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌ www.samsodisha.gov.inରେ ଆବେଦନ କରିପାରିବେ।

ଜୁଲାଇ ୬ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ। ଆବେଦନ ଫି’ ବାବଦକୁ ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ ଦ୍ବାଦଶ ଶ୍ରେଣୀର ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପରେ ଅଗଷ୍ଟ ପହିଲାରୁ ଦ୍ବାଦଶ ଶ୍ରେଣୀର ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

Post Views1 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!