ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍

ରାଜନୀତିରୁ ସନ୍ୟାସ ଘୋଷଣା କଲେ ଭିକେ ପାଣ୍ଡିଆନ୍ । ବିଜୁ ଜନତା ଦଳର ପରାଜୟ ପାଇଁ ମାଗିଲେ କ୍ଷମା । କହିଲେ, ମୋ ବିରୋଧରେ ପ୍ରଚାର, ଦଳକୁ କ୍ଷତି ପହଞ୍ଚାଇଥିବାରୁ ମୁଁ ଦୁଃଖିତ । ହାତ ଯୋଡି ବିଜୁ ଜନତା ଦଳର କର୍ମୀଙ୍କୁ ମାଗିଲେ କ୍ଷମା ।

ଭିଡିଓ ବାର୍ତ୍ତା କରି ସେ ରାଜନୀତିରୁ ସନ୍ୟାସ ନେଇ ଘୋଷଣା କରିଛନ୍ତି ପାଣ୍ଡିଆଅନ କହିଛନ୍ତି, ମୁଁ ରାଜନୀତିକୁ ଆସିଥିଲି କେବଳ ମୋ ଗୁରୁ ନବୀନ ପଟ୍ଟନାୟକଙ୍କ ସାହାର୍ଯ୍ୟ କରିବାକୁ । ମୁଁ ଦଳର କୌଣସି ପଦବୀରେ ବି ନଥିଲି, କି ପ୍ରାର୍ଥୀ ବି ହୋଇନଥିଲି ।

ମୁଁ ରାଜନୀତି ଭିତରେ ଯାହା ବି କାମ କରିଛି କେବଳ ଓଡିଶା ଆଉ ନବୀନ ପଟ୍ଟନାୟକଙ୍କ ପାଇଁ । ଚାକିରି କ୍ୟାରିୟରରେ ଭିତରେ ମୋ ପୈତୃକ ସମ୍ପତ୍ତି ଛଡା ସାରା ବିଶ୍ୱରେ ମୋର କେଉଁଠି ବି ସମ୍ପତ୍ତି ନାହିଁ ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!