ଆରମ୍ଭ ହେଲା ମୋଦି ୩.୦

ଆରମ୍ଭ ହୋଇଛି ମୋଦି ୩.୦ , ହ୍ୟାଟ୍ରିକ ସହ ଲଗାତାର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋଦି । ନେହରୁଙ୍କ ଭଳି ମୋଦି ମଧ୍ୟ କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇ ହେବାର ଗୌରବ ପାଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିବା ବେଳେ, ମୋଦି ହିନ୍ଦୀ ଭାଷାରେ ହିଁ ଶପଥ ଗ୍ରହଣ କରିଛନ୍ତି ।

ମୋଦିଙ୍କ ସହ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ, ୫ ଜଣ ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ ଦାୟିତ୍ୱ) ଓ ୩୬ ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ମଧ୍ୟ ଶପଥ ନେଇଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!