କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ

ରାଷ୍ଟ୍ରପତି ଭବନରେ କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୃହରି ମହତାବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କରାଇଲେ ଶପଥ ପାଠ। ୭ଥର ସାଂସଦ ଭାବେ ନିର୍ବାଚିତ ହୋଇ କାମଚଳା ବାଚସ୍ପତି ଆସନରେ ବସିଛନ୍ତି ଭର୍ତ୍ତୃହରି ।

ଆଜି ଲୋକସଭାରେ ନବ ନିର୍ବାଚତ ସାଂସଦମାନଙ୍କୁ ଶପଥ ପାଠ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ। ସୋମବାର ଓ ମଙ୍ଗଳବାର ଦୁଇ ଦିନ ଲୋକସଭାରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଥିବା ବେଳେ, ସାଂସଦ ଭାବେ ଶପଥ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦିଙ୍କୁ ଶପଥ ପାଠ କରାଇଛନ୍ତି କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!