ପ୍ରଣବ ପ୍ରକାଶ ଦାସଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା

ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା । ଏତଲା ଦେଲେ ହାଇକୋର୍ଟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି ।

ସତ୍ୟଙ୍କ ଅଭିଯୋଗ ,ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ୟ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ଅନୁମତି ନେଇନଥିଲେ ।

ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ । ଏନେଇ ସେ କ୍ୟାପିଟାଲ ପୋଲିସ ଷ୍ଟେସନରେ ଏଫଆଇଆର ଦାଏର କରିଛନ୍ତି ।

Post Views74 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!