ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା

ଶ୍ରାବଣ ମାସ ଆରମ୍ଭ ହେବାକୁ ଆଉ ମାତ୍ର ଦିନ କେଇଟା ବାକି । ଶ୍ରାବଣ ସୋମବାରରେ ଶୈବପୀଠରେ ଜଳଲାଗି କରିବେ କାଉଡିଆ ।

ଆଉ ଶ୍ରାବଣ ଆରମ୍ଭ ହେବା ପୂର୍ବରୁ କାଉଡିଆଙ୍କ ପାଇଁ ଆସିଛି ବଡ ଖବର । ଏଣିକି ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ କଳସୀରେ ପାଣି ନେଇପାରିବେନି କାଉଡିଆ ମାନସିକଧାରୀ ।

ମିଳିଥିବା ସୂଚନା ମୁତାବକ, ଧବଳେଶ୍ୱରଙ୍କ ପାଖକୁ ନିଷେଧ ହେଇଛି ପ୍ଲାଷ୍ଟିକ୍ କଳସ । ଯଦି କେହି ମାନସିକଧାରୀ ପ୍ଲାଷ୍ଟିକ୍ କଳସ ଧରି ପାଣି ଲାଗି କରିବାକୁ ଆସନ୍ତି, ତେବେ ତାଙ୍କ ଜଳ ଲାଗି କରାଯିବନି ବୋଲି କୁହାଯାଇଛି ।

Post Views5 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!