ବିଜେଡି ଘୋଷଣା କଲା ନୂଆ ମିଡିଆ ଟିମ୍

ନୂଆ ମିଡିଆ ଟିମ୍ ଘୋଷଣା କଲା ବିଜେଡି । ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି ।

ତେବେ ନୂଆ କରି ଘୋଷଣା କରାଯାଇଥିବା ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି ।

ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଯୁବ ନେତା ଅରୁପ ଶ୍ରୀଚନ୍ଦନଙ୍କୁ ଏହି ଟିମରେ ସାମିଲ କରାଯାଇଛି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!