ରାଜ୍ୟର ନୂଆ ସିଇଓ ହେଲେ ଆର୍ ସନ୍ଥଗୋପାଳନ

ରାଜ୍ୟର ନୂଆ ସିଇଓ ହେଲେ ଆଇଏଏସ୍ ଅଫିସର ଆର୍ ସନ୍ଥଗୋପାଳନ । ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ରାଜ୍ୟର ନୂଆ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରାଯାଇଛି ।

ଏନେଇ ଇସିଆଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ତେବେ ଏହା ପୂର୍ବରୁ ସିିିଇଓ ଥିବା ନିକୁଞ୍ଜ ବିହାରୀ ଧଳଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିବା ପରେ, ରାଜ୍ୟର ନୂଆ ସିଇଓ କିଏ ହେବ, ତାକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା ।

ଆଉ ଶେଷରେ ୨୦୦୧ ବ୍ୟାଚର ଏହି ଆଇଏଏସ୍ ଅଫିସରଙ୍କୁ ମିଳିଛି ଏହି ଗୁରୁ ଦାୟିତ୍ୱ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!