ଆଳୁପାଇଁ ନବୀନଙ୍କ ଚିଠି, ସେପଟେ ବିଭିନ୍ନ ଗୋଦାମ ସ୍ଥିତି ପରଖିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଯୁଆଡେ ଦେଖିଲେ ଆଳୁ ଚିନ୍ତା, କେଉଁଠି ଦର ବୃଦ୍ଧି କଥା ତ କେଉଁଠି ମିଳୁନଥିବା ଅଭିଯୋଗ । ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି ଆକୁ, ରାଜ୍ୟରେ ଆଳୁ ସମସ୍ୟା ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକ ଆଜି ଚିଠି ଲେଖିଥିବାର ବିଭିନ୍ନ ଗଣମାଧ୍ୟମ ରେ ଖବର ପ୍ରସାରିତ ହୋଇଥିବା ଦେଖାଦେଇଛି । ଆଳୁ ଘଟଣାରେ ହସ୍ତକ୍ଷେପ ପାଇଁ ମମତାଙ୍କୁ ନବୀନ ଜଣାଇଥିବା ନେଇ ଚିଠିରେ ଉଲ୍ଲେଖ ରହିଛି।

ଅନ୍ୟପଟେ ଆଳୁକୁ ନେଇ ଆଜି ବସିବ ବୈଠକ। ଆଜି କିଛି ଆଳୁ ଗୋଦାମରେ ପହଞ୍ଚି ସ୍ଥିତି ପରଖିଥିଲେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ବଜାର ଓ ଗୋଦାମରେ ଚଢାଉ କରାଯାଉଛି। ମନ୍ତ୍ରୀ କହିଛନ୍ତି ରାଜ୍ୟରେ ଆଗାମୀ ୭ ଦିନ ଯାଏ ମହଜୁଦ ରହିଛି ଆଳୁ। ତେଣୁ ଅସାଧୁ ବ୍ୟବସାୟୀ ଚଢ଼ା ଦରରେ ଆଳୁ ବିକ୍ରି କଲେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ୩୨ ଟଙ୍କାରୁ ଅଧିକ ଦରରେ ବିକିଲେ କାର୍ଯ୍ୟାନୁଷ୍ଠାନ ହେବ। ପଶ୍ଚିମବଙ୍ଗରୁ ଆଳୁ ଆଣିବାକୁ ଚେଷ୍ଟା ଚଳାଇଛନ୍ତି ସରକାର। ପଶ୍ଚିମବଙ୍ଗରୁ ଆଳୁ ଆସି ନପାରିଲେ ଉତ୍ତରପ୍ରଦେଶରୁ

Post Views83 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!