୧୯୯୦ ବ୍ୟାଚ୍ ଆଇପିଏସ ଅଫିସର ୱା.ବି. ଖୁରାନିଆ ହେଲେ ଓଡିଶାର ନୂଆ ପୋଲିସ ଡିଜି

ଓଡିଶା ପୋଲିସର ନୁଆ ମହାନିର୍ଦ୍ଦେଶକ ହେଲେ ୧୯୯୦ ବ୍ୟାଚର ଆଇପିଏସ୍ ଅଫିସର ଯୋଗେଶ ବାହାଦୁର ଖୁରାନିଆ ।ସେ ଗତ ୨୦୨୧ ମସିହାରୁ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ପୂର୍ବରୁ ସିଏ ଭୁବନେଶ୍ୱର-କଟକ କମିସନରେଟ ପୁଲିସର କମିସନର ଓ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଓ ଗଞ୍ଜାମ ଜିଲ୍ଲାରେ ଏସପି ଭାବେ କାର୍ଯ୍ୟ କରିଛନ୍ତି।

ଏଥି ସହିତ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୁଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଛନ୍ତି।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!