ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ ପହଞ୍ଚିବ ବିଜୁଳି; ଶକ୍ତି ମନ୍ତ୍ରୀ କେଭି ସିଂହଦେଓ

ବିଦ୍ୟୁତକରଣ ହେଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର । ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଚିବ ବିଜୁଳି ।

ତେବେ କେବଳ ସେତିକି ନୁହେଁ, ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ ୪୧୫ କୋଟି ଟଙ୍କା ସମସ୍ତ ଡିସକମମାନଙ୍କୁ ଯୋଗାଇ ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ବିଧାନସଭାରେ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଉତ୍ତର ରଖି ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।

Post Views2 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!