ଯୁକ୍ତ୩ ନାମଲେଖା ନିୟମରେ ପରିବର୍ତ୍ତନ

ଯୁକ୍ତ ୩ ନାମଲେଖା ଗାଇଡଲାଇନ୍‌ରେ ପରିବର୍ତ୍ତନ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ୨ୟ ପର୍ଯ୍ୟାୟ ପାଇଁ ସୁଯୋଗ ମିଳିବ । ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ବିଭାଗ ନିଷ୍ପତ୍ତି ନେଇଥିବା କହିଲେ ମନ୍ତ୍ରୀ ।

ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି ଏପରିକି ଆସନ୍ତାବର୍ଷଠୁ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

Post Views3 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!