ବୈଜ୍ଞାନିକଙ୍କ ସନ୍ଦେହଜନକ ମୃତ୍ୟୁ

ଆଇଏଲଏସ ବୈଜ୍ଞାନିକ ସନ୍ଦୀପ ମିଶ୍ରଙ୍କ ମୃତଦେହ ଉଦ୍ଧାର ।ଭୁବନେଶ୍ବର ସତ୍ୟନଗର ଘରୁ ବୈଜ୍ଞାନିକଙ୍କ ମୃତଦେହ ଉଦ୍ଧାର ।କ୍ୟାପିଟାଲ ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର , ହୃଦଘାତରେ ମୃତ୍ୟୁ ହୋଇଥିବା କହିଲେ ସଂପର୍କୀୟ । ସ୍ତନ କର୍କଟ ଚିକିତ୍ସା କ୍ଷେତ୍ରରେ ସନ୍ଦୀପଙ୍କ ଉଲ୍ଲେଖନୀୟ ଭୂମିକା ।

Post Views61 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!