ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ ଯେ, ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ ମଧ୍ୟ ଛୁଟି ରହିବ।

ଏହି ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ magisterial court ( କାର୍ଯ୍ୟ ନିର୍ବାହୀ ) ବନ୍ଦ ରହିବ। ଏହା ସହିତ ସମସ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ବନ୍ଦ ରହିବ।

Post Views6 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!