ପୁଣି ଭିଜିଲାନ୍ସ ସ୍କାନରରେ ସରକାରୀ ବାବୁ

ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ବାସଭବନରେ ଏକାକାଳୀନ ରେଡ କରାଯାଇଛି।

Post Views15 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!