ଆଜି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ

ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା । ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ । ଆଜି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ।

ମାଆ ସମଲେଶ୍ବରୀଙ୍କ ଦର୍ଶନ ସହ ନବାନ୍ନ ଗ୍ରହଣ କାର୍ଯ୍ୟକ୍ରମ ସାଙ୍ଗରେ ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମନ୍ତ୍ରୀ ସୂର୍ଯ୍ୟବଂଶୀ, ସୁରେଶ ପୂଜାରୀ, ରବି ନାଏକ ବି ହେବେ ସାମିଲ ।

Post Views4 Total Count

Leave a Reply

Your email address will not be published. Required fields are marked *

Apply Now


This will close in 0 seconds

error: Content is protected !!